Masthead

ଭୁବନେଶ୍ୱରରୁ ଚୋରା ବାଇକ ଗ୍ୟାଙ୍ଗ ଠାବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଠାବ ହେଲା ବାଇକ ଚୋରି ରାକେଟ । ବିଭିନ୍ନ ସମୟରେ ଜନଗହଳିପୂର୍ଣ୍ଣ ସ୍ଥାନରୁ ବାଇକ ଚୋରି କରୁଥିବା ଏହି ଗ୍ୟାଙ୍ଗକୁ ଠାବ କରିଛି ବଡ଼ଗଡ଼ ଥାନା ପୋଲିସ । ଗ୍ୟାଙ୍ଗ ଲିଡ଼ର ସମେତ ୫ ଜଣକୁ ଗିରଫ କରାଯାଇଛି । ସେଥିରେ ୨ ଜଣ ଚୋର ଓ ୩ ଜଣ ରିଷିଭର ଅଛନ୍ତି। ବିଶେଷ କରି ଭୁବନେଶ୍ୱର କୋର୍ଟ, ୧ ନମ୍ୱର ହାଟ ସମେତ ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରୁ ଚୋରି କରୁଥିଲେ ବାଇକ । ଏହି ରାକେଟକୁ ଠାବ କରିଛି ବଡଗଡ଼ ଥାନା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ