Masthead

ଜାଣନ୍ତୁ ଘରୋଇ ହସ୍ପିଟାଲରେ ଟିକା ନେଲେ କେତେ ମୂଲ୍ୟ ଦେବାକୁ ପଡ଼ିବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଟିକା ଦର ଧାର୍ଯ୍ୟକଲେ କେନ୍ଦ୍ର ସରକାର । ୨୧ ଜୁନରୁ ଦେଶବ୍ୟାପି ମାଗଣା ଟିକାକରଣ ଆରମ୍ଭ ହେବାନେଇ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ତେବେ ଘରୋଇ ହସ୍ପିଟାଲ ଗୁଡ଼ିକ ପାଇଁ ଦର ଧାର୍ଯ୍ୟ କରିଛନ୍ତି କେନ୍ଦ୍ର ସରକାର । ବେସରକାରୀ ଭାବେ ଟିକା ନେବାକୁ ଥିଲେ କୋଭାକ୍ସିନ, କୋଭିସିଲ୍ଡ ଓ ସ୍ପୁଟନିକ-ଭିର ଦର ନିର୍ଦ୍ଧାରଣ କରାଯାଇଛି । କୋଭାକ୍ସିନ ଟିକାର ଡୋଜ ପ୍ରତି ୧୨୦୦ଟଙ୍କା, କୋଭିସିଲ୍ଡ ୬୦୦ଟଙ୍କା ସ୍ପୁଟନିକ-ଭି ୯୪୮ଟଙ୍କା ଧାର୍ଯ୍ୟ କରାଯାଇଛି । ତେବେ ପ୍ରତି ଟିକା ଉପରେ ୫% ଜିଏସଟି ଲାଗିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ