Masthead

କରୋନା ମୁକାବିଲା ପାଇଁ ଓଡ଼ିଶାର ଭାଗ କେତେ ଜାଣନ୍ତୁ…

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କରୋନା ମୁକାବିଲା ପାଇଁ ୨୫ରାଜ୍ୟକୁ କେନ୍ଦ୍ରର ଅନୁଦାନ । ଅର୍ଥ ସହାୟତା ନେଇ କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ମୋଟ ୮ହଜାର ୯୨୩.୮କୋଟି ଟଙ୍କା ସହାୟତା ଦେଲା କେନ୍ଦ୍ର । ଓଡ଼ିଶାକୁ ୩୩୩.୮କୋଟି ପାଣ୍ଠି ଘୋଷଣା କରାଯାଇଛି ।

ଗ୍ରାମାଞ୍ଚଳରେ ଖର୍ଚ୍ଚ ପାଇଁ ଅର୍ଥ ମଞ୍ଜୁର କରିଛି କେନ୍ଦ୍ର । ଆନ୍ଧ୍ରକୁ ୩୮୭.୯ କୋଟି, ଆସାମକୁ ୨୩୭.୨ କୋଟି । ପଶ୍ଚିମବଙ୍ଗକୁ ୬୫୨.୨ କୋଟି, ବିହାରକୁ ୭୪୧.୮ କୋଟି । ଉତ୍ତରପ୍ରଦେଶକୁ ୧୪୪୧.୬କୋଟି, ଛତିଶଗଡ଼କୁ ୨୧୫ କୋଟି ଅନୁଦାନ ଦେଇଛି କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା