Masthead

କେତେ ଶ୍ରଦ୍ଧାଳୁରେ ହେବ ଚଳିତବର୍ଷ ଚନ୍ଦ୍ରଭାଗା ବୁଡ଼ ମହୋତ୍ସବ ଜାଣନ୍ତୁ…

କୋଣାର୍କ (ବଡ଼ ଖବର ବ୍ୟୁରୋ): ଏଥର ଚନ୍ଦ୍ରଭାଗା ବୁଡ଼ ଉତ୍ସବ ଶୋଭାଯାତ୍ରାରେ କେବଳ ୫୦୦ ଶ୍ରଦ୍ଧାଳୁଙ୍କୁ ଅନୁମତି ମିଳିବ । କୋଭିଡ୍‌ କଟକଣାରେ ପାଳନ ହେବ ଚନ୍ଦ୍ରଭାଗା ବୁଡ଼ ଉତ୍ସବ । ଏନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା ।

ସୂଚନା ଅନୁଯାୟୀ, ଗତବର୍ଷ ଚନ୍ଦ୍ରଭାଗା ବୁଡ ମହୋତ୍ସବ ପାଇଁ କରୋନା କାଳ ହୋଇଥିଲା। ଯାହାଫଳରେ ବୁଡ ମହୋତ୍ସବ ହୋଇପାରିନଥିଲା । ଚଳିତବର୍ଷ କରୋନା କାୟା କମିବା ପରେ ଚନ୍ଦ୍ରଭାଗା ବୁଡ ମହୋତ୍ସବ କରିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ । କିନ୍ତୁ କଟକଣାରେ ୫୦୦ ଶ୍ରଦ୍ଧାଳୁଙ୍କୁ ଅନୁମତି ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା