Masthead

କେତେ ଶ୍ରଦ୍ଧାଳୁରେ ହେବ ଚଳିତବର୍ଷ ଚନ୍ଦ୍ରଭାଗା ବୁଡ଼ ମହୋତ୍ସବ ଜାଣନ୍ତୁ…

କୋଣାର୍କ (ବଡ଼ ଖବର ବ୍ୟୁରୋ): ଏଥର ଚନ୍ଦ୍ରଭାଗା ବୁଡ଼ ଉତ୍ସବ ଶୋଭାଯାତ୍ରାରେ କେବଳ ୫୦୦ ଶ୍ରଦ୍ଧାଳୁଙ୍କୁ ଅନୁମତି ମିଳିବ । କୋଭିଡ୍‌ କଟକଣାରେ ପାଳନ ହେବ ଚନ୍ଦ୍ରଭାଗା ବୁଡ଼ ଉତ୍ସବ । ଏନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା ।

ସୂଚନା ଅନୁଯାୟୀ, ଗତବର୍ଷ ଚନ୍ଦ୍ରଭାଗା ବୁଡ ମହୋତ୍ସବ ପାଇଁ କରୋନା କାଳ ହୋଇଥିଲା। ଯାହାଫଳରେ ବୁଡ ମହୋତ୍ସବ ହୋଇପାରିନଥିଲା । ଚଳିତବର୍ଷ କରୋନା କାୟା କମିବା ପରେ ଚନ୍ଦ୍ରଭାଗା ବୁଡ ମହୋତ୍ସବ କରିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ । କିନ୍ତୁ କଟକଣାରେ ୫୦୦ ଶ୍ରଦ୍ଧାଳୁଙ୍କୁ ଅନୁମତି ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା