Masthead

ଜାଣନ୍ତୁ ରାଜ୍ୟର କେଉଁ ଜିଲ୍ଲାରେ ହେବ ପ୍ରବଳ ବର୍ଷା…

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୋମବାର ରାଜ୍ୟର ୭ ଜିଲ୍ଲାରେ ପ୍ରବଳ ବର୍ଷା । ଆସନ୍ତା ୫ ଦିନ ସାରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିସହ ୨୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୭ ଓ ୮ ତାରିଖରେ ରାଜ୍ୟର କିଛି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦୯.୩ମିମି ବର୍ଷା ହୋଇଯାଇଛି। ଏହା ସ୍ବାଭାବିକ ବର୍ଷା ୨୫୬.୧ ମିମିଠାରୁ ୧୮% କମ୍ । ୧ ଜୁନରୁ ୪ ଜୁଲାଇ ମଧ୍ୟରେ ରାଜ୍ୟର ୧୪ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଦେବଗଡ଼, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର । ଭଦ୍ରକ ଜିଲ୍ଲାରେ ସର୍ବାଧିକ ୫୭% ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ