Masthead

ଜାଣନ୍ତୁ ରାଜ୍ୟର କେଉଁ ଜିଲ୍ଲାରେ ହେବ ପ୍ରବଳ ବର୍ଷା…

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୋମବାର ରାଜ୍ୟର ୭ ଜିଲ୍ଲାରେ ପ୍ରବଳ ବର୍ଷା । ଆସନ୍ତା ୫ ଦିନ ସାରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିସହ ୨୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୭ ଓ ୮ ତାରିଖରେ ରାଜ୍ୟର କିଛି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦୯.୩ମିମି ବର୍ଷା ହୋଇଯାଇଛି। ଏହା ସ୍ବାଭାବିକ ବର୍ଷା ୨୫୬.୧ ମିମିଠାରୁ ୧୮% କମ୍ । ୧ ଜୁନରୁ ୪ ଜୁଲାଇ ମଧ୍ୟରେ ରାଜ୍ୟର ୧୪ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଦେବଗଡ଼, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର । ଭଦ୍ରକ ଜିଲ୍ଲାରେ ସର୍ବାଧିକ ୫୭% ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ