Masthead

ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ…

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅଗଷ୍ଟ ୧ ଯାଏଁ ରାଜ୍ୟରେ ବଢିଲା ଲକଡ଼ାଉନ ଅବଧି । ପୂର୍ବଭଳି ସମଗ୍ର ରାଜ୍ୟକୁ ୨ଟି କ୍ୟାଟେଗୋରୀରେ ବିଭକ୍ତ କରାଯାଇଛି । କ୍ୟାଟେଗୋରୀ ଏ ଏବଂ କ୍ୟାଟେଗୋରୀ ବି ରେ ସମଗ୍ର ରାଜ୍ୟକୁ ବିଭକ୍ତ କରାଯାଇଛି। କ୍ୟାଟେଗୋରୀ-ଏରେ ୨୦ଟି ଜିଲ୍ଲା ଥିବା ବେଳେ କ୍ୟାଟେଗୋରୀ-ବିରେ ରହିଛି ୧୦ ଜିଲ୍ଲା । ଏ କ୍ୟାଟେଗୋରୀ ଜିଲ୍ଲାରେ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୁବର୍ଣ୍ଣପୁର, ଗଞ୍ଜାମ ଜିଲ୍ଲା ସହ ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲା ରହିଛି । ଏହି ଜିଲ୍ଲା ଗୁଡ଼ିକରେ ସକାଳ ୬ଟାରୁ ରାତି ୮ ଯାଏଁ ଦେକାନ ଖୋଲା ରହିବ ।

ସେପଟେ କ୍ୟାଟେଗୋରୀ-ବି ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲା । ଏହି ୧୦ଟି ଜିଲ୍ଲାରେ ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ଖୋଲାରହିବ । ଏହାସହ ନାଇଟ୍ କର୍ଫ୍ୟୁ ସହ ସପ୍ତାହନ୍ତ ସଟଡାଉନ ଜାରି ରହିବ । ଅନ୍ୟପଟେ ସାରା ରାଜ୍ୟରେ ବସ୍ ଚଳାଚଳ କରିବ । ସୀମିତ ସଂଖ୍ୟକ ଲୋକଙ୍କୁ ନେଇ ବସ ଚଳାଚଳ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ୧୦୫ ବର୍ଷ ବୟସରେ ମିଳିଲା ବଡ ଆଶ୍ୱସ୍ତି 🔴 ରତ୍ନଭଣ୍ଡାର ଗଣିତ ପ୍ରକ୍ରିୟା, ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ 🔴 କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆଜି ବିଶ୍ୱ ଦୌଡକୁଦ ଲଢ଼େଇ 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ୧୦୫ ବର୍ଷ ବୟସରେ ମିଳିଲା ବଡ ଆଶ୍ୱସ୍ତି 🔴 ରତ୍ନଭଣ୍ଡାର ଗଣିତ ପ୍ରକ୍ରିୟା, ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ 🔴 କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆଜି ବିଶ୍ୱ ଦୌଡକୁଦ ଲଢ଼େଇ