Masthead

ଜାଣନ୍ତୁ ପ୍ରଥମ ଓ ଦ୍ୱିତୀୟ ଡୋଜ୍ ନେବାପରେ ପୁଣି କ’ଣ ନେବାକୁ କହୁଛନ୍ତି ବିଶେଷଜ୍ଞ…

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : କରୋନା ସଂକ୍ରମଣର ପ୍ରକୋପ ଅନେକ ବର୍ଷ ପର୍ଯ୍ୟନ୍ତ ରହିବାର ଆଶଙ୍କା ଅଛି । ଏହାକୁ ଦୃଷ୍ଟିରେ ରଖି ଏଥିରୁ ବର୍ତ୍ତିବା ପାଇଁ ପ୍ରଥମ ଓ ଦ୍ୱିତୀୟ ଡୋଜ୍ ଟିକା ପରେ ବୁଷ୍ଟର ଡୋଜ ଉପରେ ଅଧିକ ଗୁରୁତ୍ୱ ଦିଆଯିବା ଦରକାର ବୋଲି ବୈଜ୍ଞାନିକମାନେ ମତ ଦେଉଛନ୍ତି ।

କରୋନା ପାଇଁ ଦିଆଯାଉଥିବା ଟିକା ମଣିଷ ଶରୀରରେ ଯେଉଁ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି କରୁଛି ତାହା ସୀମିତ ସମୟ ପର୍ଯ୍ୟନ୍ତ ରହୁଥିବାରୁ ଏହାକୁ ଦାର୍ଘସ୍ଥାୟୀ କରାଇବା ଲାଗି ବୁଷ୍ଟର ଡୋଜ ଆବଶ୍ୟକତା ରହିଛି । ଏବେ ବୁଷ୍ଟର ଟିକା ଆମେରିକା, ୟୁରୋପ, କାନାଡା, ଅଷ୍ଟ୍ରେଲିଆ, ସୁଇଜରଲ୍ୟାଣ୍ଡ, ଇସ୍ରାଏଲ ଆଦି ଦେଶ ବିଭିନ୍ନ ସୂତ୍ରରୁ ବୁଷ୍ଟର ଡୋଜ ଟିକା ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରିଛି । ଏଥିଲାଗି ବିଭିନ୍ନ ଟିକା ଉତ୍ପାଦନକାରୀ କମ୍ପାନୀକୁ ଏହି ରାଷ୍ଟ୍ରମାନେ ଅଗ୍ରିମ ବରାଦ ଦେଇ ଚାଲିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ