Masthead

ଜାଣନ୍ତୁ ପ୍ରଥମ ଓ ଦ୍ୱିତୀୟ ଡୋଜ୍ ନେବାପରେ ପୁଣି କ’ଣ ନେବାକୁ କହୁଛନ୍ତି ବିଶେଷଜ୍ଞ…

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : କରୋନା ସଂକ୍ରମଣର ପ୍ରକୋପ ଅନେକ ବର୍ଷ ପର୍ଯ୍ୟନ୍ତ ରହିବାର ଆଶଙ୍କା ଅଛି । ଏହାକୁ ଦୃଷ୍ଟିରେ ରଖି ଏଥିରୁ ବର୍ତ୍ତିବା ପାଇଁ ପ୍ରଥମ ଓ ଦ୍ୱିତୀୟ ଡୋଜ୍ ଟିକା ପରେ ବୁଷ୍ଟର ଡୋଜ ଉପରେ ଅଧିକ ଗୁରୁତ୍ୱ ଦିଆଯିବା ଦରକାର ବୋଲି ବୈଜ୍ଞାନିକମାନେ ମତ ଦେଉଛନ୍ତି ।

କରୋନା ପାଇଁ ଦିଆଯାଉଥିବା ଟିକା ମଣିଷ ଶରୀରରେ ଯେଉଁ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି କରୁଛି ତାହା ସୀମିତ ସମୟ ପର୍ଯ୍ୟନ୍ତ ରହୁଥିବାରୁ ଏହାକୁ ଦାର୍ଘସ୍ଥାୟୀ କରାଇବା ଲାଗି ବୁଷ୍ଟର ଡୋଜ ଆବଶ୍ୟକତା ରହିଛି । ଏବେ ବୁଷ୍ଟର ଟିକା ଆମେରିକା, ୟୁରୋପ, କାନାଡା, ଅଷ୍ଟ୍ରେଲିଆ, ସୁଇଜରଲ୍ୟାଣ୍ଡ, ଇସ୍ରାଏଲ ଆଦି ଦେଶ ବିଭିନ୍ନ ସୂତ୍ରରୁ ବୁଷ୍ଟର ଡୋଜ ଟିକା ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରିଛି । ଏଥିଲାଗି ବିଭିନ୍ନ ଟିକା ଉତ୍ପାଦନକାରୀ କମ୍ପାନୀକୁ ଏହି ରାଷ୍ଟ୍ରମାନେ ଅଗ୍ରିମ ବରାଦ ଦେଇ ଚାଲିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ