Masthead

ଜାଣନ୍ତୁ କେଉଁ କାର୍ଯ୍ୟ ପାଇଁ କଟକଣା ଲାଗିବ ଓ କେଉଁ କାର୍ଯ୍ୟ ପାଇଁ ଲାଗିବନି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଟିକାକରଣ, ଟେଷ୍ଟିଂ ଏବଂ ସ୍ୱାସ୍ଥ୍ୟସେବା ଭଳି କାର୍ୟ୍ୟ ପାଇଁ କଟକଣା ନାହିଁ। ଲକଡାଉନ୍ ସମୟରେ ଦୁଗ୍ଧ ବ୍ୟବସାୟୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ମିଠା ଦୋକାନଗୁଡିକ ନିର୍ଦ୍ଧାରିତ ସମୟାନୁସାରେ ଖୋଲିବାକୁ ଅନୁମତି ଦିଆଯାଇଛି। ପୂର୍ବ ନିର୍ଦ୍ଦେଶାବଳୀ ଅନୁଯାୟୀ ବିବାହ, ବ୍ରତ ଏବଂ ସାମାଜିକ କାର୍ୟ୍ୟକ୍ରମ ପାଇଁ ରହିଥିବା କଟକଣାରେ କୌଣସି ପରିବର୍ତ୍ତନ ହୋଇନାହିଁ।

ପଶ୍ଚିମ ତଥା ଦକ୍ଷିଣ ଓଡିଶା ଜିଲ୍ଲାରେ ଲକଡାଉନ୍ କୋହଳ ସମୟରେ ଉଠା ଦୋକାନଗୁଡିକ ବ୍ୟବସାୟ କରିବା ପାଇଁ ଅନୁମତି ପ୍ରଦାନ କରାଯାଇଛି। ତେବେ ଦୋକାନରୁ କେବଳ ଖାଦ୍ୟ ପୁଡିଆ ପାର୍ସଲ ଭାବରେ ନେଇ ପାରିବେ। ନିର୍ମାଣ କାର୍ୟ୍ୟ, ଶିଳ୍ପ ତଥା ଅନ୍ୟାନ୍ୟ କ୍ଷେତ୍ର ପାଇଁ ପୂର୍ବଭଳି କଟକଣା କୋହଳ ରହିବ। କୋଭିଡ୍ ନିର୍ଦ୍ଦେଶାବଳୀ ଅନୁପାଳନ ସହ ଏହି ସବୁ କ୍ଷେତ୍ରରେ କାର୍ୟ୍ୟ ଜାରି ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ