Masthead

ଜାଣନ୍ତୁ କେଉଁ କାର୍ଯ୍ୟ ପାଇଁ କଟକଣା ଲାଗିବ ଓ କେଉଁ କାର୍ଯ୍ୟ ପାଇଁ ଲାଗିବନି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଟିକାକରଣ, ଟେଷ୍ଟିଂ ଏବଂ ସ୍ୱାସ୍ଥ୍ୟସେବା ଭଳି କାର୍ୟ୍ୟ ପାଇଁ କଟକଣା ନାହିଁ। ଲକଡାଉନ୍ ସମୟରେ ଦୁଗ୍ଧ ବ୍ୟବସାୟୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ମିଠା ଦୋକାନଗୁଡିକ ନିର୍ଦ୍ଧାରିତ ସମୟାନୁସାରେ ଖୋଲିବାକୁ ଅନୁମତି ଦିଆଯାଇଛି। ପୂର୍ବ ନିର୍ଦ୍ଦେଶାବଳୀ ଅନୁଯାୟୀ ବିବାହ, ବ୍ରତ ଏବଂ ସାମାଜିକ କାର୍ୟ୍ୟକ୍ରମ ପାଇଁ ରହିଥିବା କଟକଣାରେ କୌଣସି ପରିବର୍ତ୍ତନ ହୋଇନାହିଁ।

ପଶ୍ଚିମ ତଥା ଦକ୍ଷିଣ ଓଡିଶା ଜିଲ୍ଲାରେ ଲକଡାଉନ୍ କୋହଳ ସମୟରେ ଉଠା ଦୋକାନଗୁଡିକ ବ୍ୟବସାୟ କରିବା ପାଇଁ ଅନୁମତି ପ୍ରଦାନ କରାଯାଇଛି। ତେବେ ଦୋକାନରୁ କେବଳ ଖାଦ୍ୟ ପୁଡିଆ ପାର୍ସଲ ଭାବରେ ନେଇ ପାରିବେ। ନିର୍ମାଣ କାର୍ୟ୍ୟ, ଶିଳ୍ପ ତଥା ଅନ୍ୟାନ୍ୟ କ୍ଷେତ୍ର ପାଇଁ ପୂର୍ବଭଳି କଟକଣା କୋହଳ ରହିବ। କୋଭିଡ୍ ନିର୍ଦ୍ଦେଶାବଳୀ ଅନୁପାଳନ ସହ ଏହି ସବୁ କ୍ଷେତ୍ରରେ କାର୍ୟ୍ୟ ଜାରି ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା