Masthead

ଜାଣନ୍ତୁ କେଉଁ କେଉଁ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ…

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶନିବାର ରାଜ୍ୟର ୪ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ । ବାଲେଶ୍ବର, କୋରାପୁଟ ଓ ସୋନପୁରରେ ଟିକାକରଣ ବନ୍ଦ ରହିବ। ମାତ୍ର ୮୨୯ଟିକାକରଣ ଅଧିବେଶନ ଅନୁଷ୍ଠିତ ହେବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଶୁକ୍ରବାର ୯୦୫ ଟିକାକରଣ ଅଧିବେଶନ ଅନୁଷ୍ଠିତ ହୋଇଥିଲା।

ଏଥିରେ ୧ଲକ୍ଷ ୨୩ହଜାର ୬୮୩ଜଣଙ୍କୁ କରୋନା ଟିକା ଦିଆଯାଇଥିଲା। ଏହାକୁ ମିଶାଇ ୧କୋଟି ୫୧ଲକ୍ଷ ୨୪ହଜାର ୮୦୯ ଡୋଜ୍‌ ଟିକା ଦିଆଗଲାଣି। ୧୦୯୧ଜଣ ଗର୍ଭବତୀଙ୍କୁ ଟିକା ଦିଆଯାଇଥିଲା। ଏହାକୁ ମିଶାଇ ରାଜ୍ୟରେ ଏ ପର୍ଯ୍ୟନ୍ତ ୧୨,୨୩୧ଜଣ ଗର୍ଭବତୀ ଟିକା ନେଇ ସାରିଲେଣି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା