Masthead

ଜାଣନ୍ତୁ ଓଡିଶା ଲୋକସେବା ଆୟୋଗର ଅଧ୍ୟକ୍ଷ କିଏ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସତ୍ୟଜିତ ମହାନ୍ତି ଓଡିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାରେ ନିଯୁକ୍ତି ଦିଆଯାଇଛି । ତାଙ୍କୁ ୬୨ ବର୍ଷ ବୟସ ହେବା ପର୍ଯ୍ୟନ୍ତ ସେ ଓପିଏସି ଚେୟାରମ୍ୟାନ ଭାବରେ କାର୍ଯ୍ୟ କରିବେ । ଆସନ୍ତା ଅଗଷ୍ଟ ମାସରେ ସରକାରୀ ଚାକିରିରୁ ଅବସର ନେବାକୁ ଥିବା ଆଇପିଏସ ସତ୍ୟଜିତଙ୍କୁ ରାଜ୍ୟପାଳଙ୍କ ଅନୁମୋଦନ କ୍ରମେ ଓପିଏସି କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବରେ ନିଯୁକ୍ତି ଦିଆଯାଇଛି । ୧୯୮୮ ବ୍ୟାଚ ଆଇପିଏସ ସତ୍ୟଜିତ ବର୍ତମାନ ରାଜ୍ୟ ଅଗ୍ନିଶମ ବାହିନୀ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ