Masthead

ଜାଣନ୍ତୁ ଓଡିଶା ଲୋକସେବା ଆୟୋଗର ଅଧ୍ୟକ୍ଷ କିଏ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସତ୍ୟଜିତ ମହାନ୍ତି ଓଡିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାରେ ନିଯୁକ୍ତି ଦିଆଯାଇଛି । ତାଙ୍କୁ ୬୨ ବର୍ଷ ବୟସ ହେବା ପର୍ଯ୍ୟନ୍ତ ସେ ଓପିଏସି ଚେୟାରମ୍ୟାନ ଭାବରେ କାର୍ଯ୍ୟ କରିବେ । ଆସନ୍ତା ଅଗଷ୍ଟ ମାସରେ ସରକାରୀ ଚାକିରିରୁ ଅବସର ନେବାକୁ ଥିବା ଆଇପିଏସ ସତ୍ୟଜିତଙ୍କୁ ରାଜ୍ୟପାଳଙ୍କ ଅନୁମୋଦନ କ୍ରମେ ଓପିଏସି କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବରେ ନିଯୁକ୍ତି ଦିଆଯାଇଛି । ୧୯୮୮ ବ୍ୟାଚ ଆଇପିଏସ ସତ୍ୟଜିତ ବର୍ତମାନ ରାଜ୍ୟ ଅଗ୍ନିଶମ ବାହିନୀ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ