Masthead

ବ୍ୟୋମକେଶ ରାୟଙ୍କ ଗାଡ଼ିକୁ ଫାଇନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାୟକ ବ୍ୟୋମକେଶ ରାୟଙ୍କ ଗାଡ଼ିକୁ ୨ହଜାର ଫାଇନ । ପୁରୀ ନିଷିଦ୍ଧାଞ୍ଚଳରେ ବେଆଇନ ପାର୍କିଂକୁ ନେଇ ଫାଇନ ଲଗାଇଛି । ଶ୍ରୀମନ୍ଦିର ସମ୍ମସ୍ୱକ୍ଷ ଜଗାବଳିଆ ଲଜ୍ଠାରୁ ଶ୍ରୀନହର ଦେଇ ଉତ୍ତର ଦ୍ୱାର ପର୍ଯ୍ୟନ୍ତ କୌଣସି ଗାଡ଼ି ପାର୍କିଂ ହେବ ନାହିଁ ବୋଲି ନିର୍ଦ୍ଦେଶ ହୋଇଥିଲା । ତେବେ ଏହି ଅଞ୍ଚଳକୁ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ଗାଡ଼ି ପଶି ଆସିଥିଲା ।

ଏହି ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ପୋଲିସ ବିଧାୟକଙ୍କଠାରୁ ୨ହଜାର ଟଙ୍କା ଜୋରିମାନା ଆଦାୟ କରିଛି । ଗାଡ଼ିଟି ସିଂହଦ୍ୱାର ସମ୍ମୁଖକୁ ମଧ୍ୟ ଯାଇଥିଲା । ପରେ ଟ୍ରାଫିକ ପୋଲିସ ଗାଡ଼ିକୁ ଜବତ କରି ଜୋରିମାନା ଆଦାୟ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ