Masthead

ଗାଡ଼ି ନମ୍ବର ଲୁଚାଇବା ପଡ଼ିବ ମହଙ୍ଗା, ଜରିମାନା ନୁହେଁ ଜବତ ହେବ ଗାଡ଼ି

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏବେ ଗାଡ଼ି ନମ୍ବର ଲୁଚାଇବା ପଡ଼ିବ ମହଙ୍ଗା । କାରଣ ଗାଡି ଚାଳକଙ୍କ ପାଇଁ ସ୍ୱତନ୍ତ୍ର ଡ୍ରାଇଭ ଆରମ୍ଭ କରିଛି କମିଶନରେଟ ପୁଲିସ । ଫାଇନରୁ ବର୍ତ୍ତିବା ପାଇଁ କିଛି ଗାଡ଼ି ଚାଳକ ନମ୍ବର ପ୍ଲେଟ ଲୁଚାଉଛନ୍ତି । କିଛି ଅପରାଧୀ ନମ୍ବର ପ୍ଲେଟର ଅଧା ଭାଙ୍ଗିଦେଉଛନ୍ତି । କିଛି ଲୋକେ ନମ୍ବର ପ୍ଲେଟରୁ ନମ୍ବର ଲିଭାଇ ଦଉଛନ୍ତି ।

ଏଭଳି ଗାଡି ଚାଳକଙ୍କ ଧରିବାକୁ ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛି କମିଶନରେଟ ପୁଲିସ । ସହରରେ ପ୍ରମୁଖ ଛକଗୁଡିକରେ ଟ୍ରାଫିକ ପୁଲିସ ପକ୍ଷରୁ ଯାଞ୍ଚ କରାଯାଉଛି । ନମ୍ବର ପ୍ଲେଟ ବିକୃତ କରୁଥିବା ବ୍ୟକ୍ତିମାନଙ୍କୁଠୁ ଖାଲି ଜରିମାନା ନୁହେଁ ଆବଶ୍ୟକ ପଡିଲେ ସେମାନଙ୍କ ଗାଡି ଜବତ ହେବ ବୋଲି କହିଛନ୍ତି ଭୁବନେଶ୍ୱର ଟ୍ରାଫିକ୍ ଏସିପି ସ୍ୱସ୍ତିକ୍ ପଣ୍ଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ