Masthead

୯ରାଜନୈତିକ ଦଳକୁ ଜରିମାନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଜେପି ସମେତ ୯ରାଜନୈତିକ ଦଳକୁ ୧ଲକ୍ଷ ଟଙ୍କା ଲେଖାଏଁ ଜରିମାନା । ଜୋରିମାନା ଆଦେଶ ଦେଇଛନ୍ତି ସୁପ୍ରିକୋର୍ଟ । ଜଷ୍ଟିସ ଆରପି ଜରିମାନ ଓ ଜଷ୍ଟିସ ବିଆର ଗଭାଇଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି । ଗତ ବିହାର ନିର୍ବାଚନ ବେଳେ ରାଜନୈତିକ ଦଳଗୁଡିକ ପ୍ରାର୍ଥୀମାନଙ୍କ ବିରୋଧରେ ଥିବା ଅପରାଧୀକ ମାମଲାକୁ ସାର୍ବଜନୀନ କରିନଥିବାରୁ ସୁପ୍ରିମେକୋର୍ଟ କ୍ଷୁବ୍ଧ ହୋଇ ଏପରି ନିର୍ଦ୍ଦେଶ ଦେଇଛନ୍ତି ।

ବିଜେପି, କଂଗ୍ରେସ ସମେତ ଅନ୍ୟ ୫ଦଳକୁ ୧ଲକ୍ଷ ଟଙ୍କା ଲେଖାଏଁ, ସିପିଏମ୍, ଏନ୍ସିପିକୁ ୫ଲକ୍ଷ ଟଙ୍କା ଲେଖାଏଁ ଜୋରିମାନା ଆଦେଶ ଦେଇଛନ୍ତି ଶୀର୍ଷ ଅଦାଲତ । ରାଜନୀତିକୁ ଅପରାଧ ମୁକ୍ତ କରିବା ପାଇଁ ସୁପ୍ରିକୋର୍ଟ ଏଭଳି ପଦକ୍ଷେପ ନେଇଛନ୍ତି । ରାଜନୈତିକ ଦଳଗୁଡିକ ପ୍ରାର୍ଥୀ ଚୟନର ୪୮ଘଣ୍ଟା ମଧ୍ୟରେ ସେମାନଙ୍କ ଅପରାଧୀକ ରେକର୍ଡକୁ ସାର୍ବଜନୀନ କରିବାକୁ କୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା