Masthead

ଧାନଗଦାରେ ନିଆଁ

ବୈପାରିଗୁଡ଼ା (ବଡ଼ ଖବର ବ୍ୟୁରୋ): ବୈପାରିଗୁଡା ବ୍ଲକ ମାଝୀଗୁଡ଼ା ପଞ୍ଚାୟତ ମହୁଲପୁଟ ଗାଁରେ ଅଗ୍ନିକାଣ୍ଡ । ଖଳାରେ ଅମଳ ହୋଇ ରହିଥିବା ଧାନଗଦାରେ ନିଆଁ ଲାଗି ୧୦ଜଣ ଚାଷୀଙ୍କ ଧାନ ପୋଡି ପାଉଁଶ ହୋଇଯାଇଛି । ଛୋଟ ଛୁଆମାନେ ଖେଳୁଥିବା ବେଳେ ସେମାନେ ନିଆଁ ଲାଗାଇ ଦେଇଥିବା ଶୁଣିବାକୁ ମିଳୁଛି । ବୈପାରିଗୁଡ଼ା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡରେ ସାଧୁ ମାଳିଙ୍କର ଦୁଇ ଏକର, ବାସୁ ମାଳିଙ୍କର ଦୁଇ ଏକର, କେଶବ ମାଳିଙ୍କର ତିନି ଏକର, ମୋହନ ମାଳି ଏବଂ ମୁକୁନ୍ଦ ମାଳିଙ୍କର ତିନି ଏକର ଜମିର ଧାନ ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ ଅଧିକାରୀ ସୁଶାନ୍ତ କୁମାର ମହାନ୍ତିଙ୍କ ନେତୃତ୍ବରେ ବିଭାଗୀୟ କର୍ମଚାରୀମାନେ ନିଆଁ ଲିଭାଇବାରେ ସହଯୋଗ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା