Masthead

ପେପର ମିଲରେ ଅଗ୍ନିକାଣ୍ଡ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ଚୋରମରା ସ୍ଥିତ ମହାବୀର ପେପର ମିଲ୍ସରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି । ସୂଚନା ଅନୁସାରେ ଆଜି ସକାଳ ୮ ଟା ସମୟରେ ଫ୍ୟାକ୍ଟ୍ରି ଆରମ୍ଭ କରିବା ସମୟରେ ବିଜୁଳି ସମାଗ୍ରୀରେ ସର୍ଟ ସର୍କିଟ ହୋଇ ନିଆଁ ଲାଗିଥିଲା । ନିଆଁ ପାଖରେ ଥିବା ବ୍ଲିଚିଙ୍ଗ ପାଉଡର ଉପରେ ପଡିବାରୁ ନିଆଁ ବ୍ୟାପକ ରୂପ ନେଇଥିଲା ।

ହେଲେ ନିଆଁ ଭୟଙ୍କର ରୂପ ନେବାରୁ ଫ୍ୟାକ୍ଟ୍ରିରେ ଥିବା କେମିକାଲ ଓ ଅନ୍ୟନ୍ୟ ସମାଗ୍ରୀ ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଛି । ଖବର ପାଇ ଟିଟିଲାଗଡ଼ ଅଗ୍ନିଶମ ବିଭାଗ ପହଂଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଅଗ୍ନିକାଣ୍ଡରେ ପ୍ରାୟ ୧୫ ଲକ୍ଷ୍ୟରୁ ଅଧିକ ମୂଲ୍ୟର ସମାଗ୍ରୀ ପୋଡି ନଷ୍ଟ ହୋଇଯାଇଥିବା ବେଳେ ସମସ୍ତ ଶ୍ରମିକ ଓ ଜନ ଜୀବନ ଉପରେ ପ୍ରଭାବ ପଡି ନଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି