Masthead

ଆସିକା ସବଡିଭିଜନ ମେଡିକାଲରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ

ଆସିକା (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଆସିକା ସହର ଉପକଣ୍ଠ ସବଡିଭିଜନ ମେଡିକାଲ ଠାରେ ଘଟିଛି ଅଗ୍ନିକାଣ୍ଡ । ଵିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ମେଡିକାଲ ଠାରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ସର୍ଟ ସର୍କିଟ ହେବା ପରେ କ୍ଷଣିକ ମଧ୍ୟରେ ନିଆଁ ବ୍ୟାପିଥିଲା । ଏଥିରେ କୌଣସି ଅଘଟଣ ହୋଇ ନଥିବା ବେଳେ ବିପଦରୁ ଅଳ୍ପକେ ବଞ୍ଚିଥିଲେ ଠିକା ବିଦ୍ୟୁତ କର୍ମଚାରୀ । ସଙ୍ଗେ ସଙ୍ଗେ ଅଗ୍ନିଶମ ବାହିନୀ ମେଡିକାଲରେ ପହଞ୍ଚି ନିଆଁକୁ ଆୟତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି