Masthead

କୋଚିଂ ସେଣ୍ଟରରେ ନିଆଁ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): କୋଚିଂ ସେଣ୍ଟରରେ ଲାଗିଲା ନିଆଁ । ନୂଆଦିଲ୍ଲୀର ଏକ କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ । ମୁଖାର୍ଜୀ ନଗରରେ ଥିବା କୋଚିଂ ସେଣ୍ଟରରେ ଲାଗିଛି ନିଆଁ । ତାର ସାହାଯ୍ୟରେ ଛାତ୍ରଛାତ୍ରୀ ଉଦ୍ଧାର । ଉଦ୍ଧାର ବେଳେ କିଛି ଛାତ୍ରଛାତ୍ରୀ ସାମାନ୍ୟ ଆହତ ହୋଇଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ