କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ

(ବଡ଼ ଖବର ବ୍ୟୁରୋ ): ଇରାକର ରାଜଧାନୀ ବାଗଦାଦର କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ । ଏଥିରେ ୫୦ ରୁ ଅଧିକ ରୋଗୀଙ୍କ ମୃତ୍ୟୁ ହୋଇଛି । ଡାକ୍ତରଖାନାର କରୋନା ୱାର୍ଡରେ ଏହି ଅଗ୍ନିକାଣ୍ଡ ଘଟିଛି ଯେଉଁଠାରେ କୋଭିଡ ରୋଗୀ ଚିକିତ୍ସିତ ହେଉଥିଲେ । ଏହି ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି ।

ଦକ୍ଷିଣ ବାଗଦାଦର ଅଲ ହୁସେନ୍ ଶିକ୍ଷାଦାନ ହସ୍ପିଟାଲରେ ଏହି ଦୁର୍ଘଟଣା ଘଟିଛି । ଅଧିକାରୀ କହିଛନ୍ତି ଯେ ଅଗ୍ନିକାଣ୍ଡରେ ପ୍ରବଳ ପୋଡାଜଳା ହେତୁ ଅଧିକାଂଶ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ଆହତଙ୍କ ଅବସ୍ଥା ମଧ୍ୟ ଗୁରୁତର ଥିବା କୁହାଯାଉଛି । ହସ୍ପିଟାଲରେ ଅଗ୍ନିକାଣ୍ଡର କାରଣ ସର୍ଟ ସର୍କିଟ ବୋଲି ଜଣାପଡିଛି । ଏହି ସମ୍ପୂର୍ଣ୍ଣ ଦୁର୍ଘଟଣାର ତଦନ୍ତ ଏପର୍ଯ୍ୟନ୍ତ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ