Masthead

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ

ଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ । ମୁଖ୍ୟ ଜରୁରୀକାଳିନ ୱାର୍ଡରେ ସାମାନ୍ୟ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଏଥିରେ କିଛି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି । ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି ।

ସକାଳ ପ୍ରାୟ ୫ଟାରେ ଅଗ୍ନିକାଣ୍ଡ ଘଟିଛି । ସମସ୍ତ ରୋଗୀଙ୍କୁ ନିରାପଦରେ ସ୍ଥାନାନ୍ତର କରାଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ତଦନ୍ତ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ