Delhi aims

ଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏମ୍ସ ହସ୍ପିଟାଲ ପରିସରରେ ଅଗ୍ନିକାଣ୍ଡ । ଏମ୍ସ ହସ୍ପିଟାଲର ଏଣ୍ଡୋସ୍କୋପି ବିଭାଗରେ ନିଆଁ ଲାଗିଥିବା ସୂଚନା । ନିଆଁକୁ ଆୟତ୍ତ କରିବା ପାଇଁ ଲାଗିଛି ୬ଟି ଅଗ୍ନିଶମ ଟିମ ।

Leave a Reply

Your email address will not be published. Required fields are marked *