Masthead

କୋଲକାତା ଏୟାରପୋର୍ଟରେ ଅଗ୍ନିକାଣ୍ଡ

କୋଲକାତା(ବଡ଼ ଖବର ବ୍ୟୁରୋ): କୋଲକାତାର ସୁବାଷ ଚନ୍ଦ୍ର ବୋଷ ବିମାନବନ୍ଦରରେ ଅଗ୍ନିକାଣ୍ଡ । ଥ୍ରୀ ଏ ଗେଟରେ ଘଟିଛି ଅଗ୍ନିକାଣ୍ଡ । ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ରାତି ପ୍ରାୟ ୯ଟା ୧୫ରେ ଏହି ନିଆଁ ଲାଗିଥିଲା ।

ଫଳରେ ଯାତ୍ରୀଙ୍କୁ ତୁରନ୍ତ ସେଠରୁ ସୁରକ୍ଷିତ ସ୍ଥାନକୁ ନିଆଯାଇଥିଲା । ଏଥିରେ କୌଣସି ଯାତ୍ରୀ ଆହତ ହୋଇନାହାନ୍ତି । ୬ରୁ ଅଧିକ ଦମକଳ ନିଆଁଲିଭା କାମରେ ଲାଗିଥିଲେ । ପ୍ରାୟ ଅଧଘଣ୍ଟା ପରେ ଏହି ନିଆଁକୁ ନିୟନ୍ତ୍ରଣକୁ ଅଣାଯାଇଥିଲା । ପ୍ୟାସେଞ୍ଜରମାନେ ବୋର୍ଡିଂ ପାସ୍ ନେଉଥିବା ବେଳେ ନିଆଁ ଲାଗିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ