Masthead

କୋଲକାତା ଏୟାରପୋର୍ଟରେ ଅଗ୍ନିକାଣ୍ଡ

କୋଲକାତା(ବଡ଼ ଖବର ବ୍ୟୁରୋ): କୋଲକାତାର ସୁବାଷ ଚନ୍ଦ୍ର ବୋଷ ବିମାନବନ୍ଦରରେ ଅଗ୍ନିକାଣ୍ଡ । ଥ୍ରୀ ଏ ଗେଟରେ ଘଟିଛି ଅଗ୍ନିକାଣ୍ଡ । ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ରାତି ପ୍ରାୟ ୯ଟା ୧୫ରେ ଏହି ନିଆଁ ଲାଗିଥିଲା ।

ଫଳରେ ଯାତ୍ରୀଙ୍କୁ ତୁରନ୍ତ ସେଠରୁ ସୁରକ୍ଷିତ ସ୍ଥାନକୁ ନିଆଯାଇଥିଲା । ଏଥିରେ କୌଣସି ଯାତ୍ରୀ ଆହତ ହୋଇନାହାନ୍ତି । ୬ରୁ ଅଧିକ ଦମକଳ ନିଆଁଲିଭା କାମରେ ଲାଗିଥିଲେ । ପ୍ରାୟ ଅଧଘଣ୍ଟା ପରେ ଏହି ନିଆଁକୁ ନିୟନ୍ତ୍ରଣକୁ ଅଣାଯାଇଥିଲା । ପ୍ୟାସେଞ୍ଜରମାନେ ବୋର୍ଡିଂ ପାସ୍ ନେଉଥିବା ବେଳେ ନିଆଁ ଲାଗିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ