Masthead

ମହାରାଷ୍ଟ୍ର ହସ୍ପିଟାଲରେ ଅଗ୍ନିକାଣ୍ଡ

ମହାରାଷ୍ଟ୍ର: ମହାରାଷ୍ଟ୍ର ଭଣ୍ଡାରା ଜିଲ୍ଲା ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ୧୦ ଶିଶୁ ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା ମିିଳିଛି । ବିଳମ୍ବିତ ରାତି ପ୍ରାୟ ୩ଟାରେ ଏହି ଅଘଟଣ ଘଟିଥିବା ସୂଚନା ମିଳୁଛି । ମହାରାଷ୍ଟ୍ର ଭଣ୍ଡାରା ଜିଲ୍ଲା ସାଧାରଣ ଡାକ୍ତରଖାନାର ନ୍ୟୁ-ବର୍ଣ୍ଣ କେୟାର ୟୁନିଟ୍ରିେ ଏହି ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୧୦ଜଣ ନବଜାତ ଶିଶୁ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଏହାସହିତ ୭ ଜଣ ନବଜାତ ଶିଶୁଙ୍କୁ ସୁରକ୍ଷିତ ଉଦ୍ଦାର କରାଯାଇଛି । ସର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ସୂଚନା ମିଳିଛି । ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ତଦନ୍ତ ପ୍ରକିୟା ଆରମ୍ଭ ହୋଇଛି । ନିଆଁ ଲାଗିବା ପରେ ଶ୍ୱାସରୁଦ୍ଧ ହୋଇ ଶିଶୁ ମାନଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତେବେ ଏସଏନସିୟୁ ବିଭାଗରେ ଏତେ ବଡ଼ ଧରଣର ଅଗ୍ନିକାଣ୍ଡ କିପରି ଘଟିଲା ତାହାକୁ ନେଇ ଉଠିଛି ପ୍ରଶ୍ନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ