Masthead

ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ):   ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ । କେନ୍ଦ୍ରାପଡ଼ା ଆଳି ବଜାରରେ ଥିବା ହରାମଣି ମାର୍କେଟ କମ୍ପ୍ଲେକ୍ସରେ ଥିବା ନିୟୁ ଟ୍ରେଣ୍ଡ ଲୁଗା ଦୋକାନରେ ଲାଗିଛି ନିଆଁ । ଆଳି ବଜାର ଉପାରେ ଥିବା ରଞ୍ଜିତ ବେହେରାଙ୍କ ନିଉ ଟ୍ରେଣ୍ଡ ଲୁଗା ଦୋକାନରେ ଗତକାଲି ବିଳମ୍ୱିତ ରାତିରେ ଲାଗିଲା ନିଆଁ । ତେବେ କିଭଳି ଏପରି ନିଆ ଲାଗିଛି ଜଣା ପଡ଼ି ନଥିବା ବେଳେ କେହି ଜଣେ ନିଆ ଲଗେଇ ଦେଇ ଥିବା ଦୋକାନୀ ସନେ୍ଦହ କରୁଛନ୍ତି । ତେବେ ଦୋକାନ ନିଆଁକୁ ଆୟତ କରାଯାଇ ନଥିବାବେଳେ କେତେ କ୍ଷୟ କ୍ଷତି ହୋଇଛି ତାହା ଆକଳନ ହୋଇ ପାରି ନାହିଁ । ବର୍ତ୍ତମାନ ଆଳି, ରାଜକନିକା ଓ ପଟ୍ଟାମୁଣ୍ଡାଇ ଦମକ ବାହିନୀଙ୍କ ମିଳିତ ଉଦ୍ୟମରେ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା