Masthead

ସେରମରେ ନିଆଁ

ପୁନେ(ବଡ଼ ଖବର ବ୍ୟୁରୋ): ପୁନେ ସେରମ୍ ଇନଷ୍ଟିଚ୍ୟୁଟ ଟର୍ମିନାଲ-୧ ରେ ଅଗ୍ନିକାଣ୍ଡ ଘଟିଛି । ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣା ପଡିନାହିଁ । ୧୦ଟି ଅଗ୍ନିଶମ ଟିମ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିପଡିଛନ୍ତି । ସୂଚନାନୁସାରେ, ପୁନେର ମଞ୍ଜରୀରେ ଅବସ୍ଥିତ ଏସଆଇଆଇର ନୂତନ ପ୍ଲାଣ୍ଟରେ ନିଆଁ ଲାଗିଯାଇଛି । ୩୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି କାରଖାନା କରୋନା ଭ୍ୟାକ୍ସିନ୍ କୋଭିସିଲ୍ଡକୁ ବହୁ ପରିମାଣରେ ଉତ୍ପାଦନ କରିବାକୁ ଯୋଜନା ରଖାଯାଇଥିଲା । ଏହି କାରଖାନାକୁ ଗତ ବର୍ଷ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷ ବର୍ଦ୍ଧନ ଉଦଘାଟନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ