Masthead

ସେରମରେ ନିଆଁ

ପୁନେ(ବଡ଼ ଖବର ବ୍ୟୁରୋ): ପୁନେ ସେରମ୍ ଇନଷ୍ଟିଚ୍ୟୁଟ ଟର୍ମିନାଲ-୧ ରେ ଅଗ୍ନିକାଣ୍ଡ ଘଟିଛି । ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣା ପଡିନାହିଁ । ୧୦ଟି ଅଗ୍ନିଶମ ଟିମ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିପଡିଛନ୍ତି । ସୂଚନାନୁସାରେ, ପୁନେର ମଞ୍ଜରୀରେ ଅବସ୍ଥିତ ଏସଆଇଆଇର ନୂତନ ପ୍ଲାଣ୍ଟରେ ନିଆଁ ଲାଗିଯାଇଛି । ୩୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି କାରଖାନା କରୋନା ଭ୍ୟାକ୍ସିନ୍ କୋଭିସିଲ୍ଡକୁ ବହୁ ପରିମାଣରେ ଉତ୍ପାଦନ କରିବାକୁ ଯୋଜନା ରଖାଯାଇଥିଲା । ଏହି କାରଖାନାକୁ ଗତ ବର୍ଷ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷ ବର୍ଦ୍ଧନ ଉଦଘାଟନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ