Masthead

ହୁତୁହୁତୁ ହୋଇ ଜଳୁଛି ଫଲକନୁମା ଏକ୍ସପ୍ରେସ

ବିଶାଖାପାଟଣା  (ବଡ଼ ଖବର ବ୍ୟୁରୋ):  ପୁଣି ସାମ୍ନାକୁ ଆସିଲା ଟ୍ରେନ ଦୁର୍ଘଟଣା ଘଟଣା । ଫଲକନୁମା ଏକ୍ସପ୍ରେସରେ ଅଗ୍ନିକାଣ୍ଡ । ସର୍ଟ ସର୍କିଟ ଯୋଗୁ ଟ୍ରେନର ୩ ଟି ବଗିରେ ଲାଗିଲା ନିଆଁ। ବିଶାଖାପାଟଣା ଫଲକନୁମା ଏକ୍ସପ୍ରେସରେ ଅଗ୍ନିକାଣ୍ଡ । ହାୱଡ଼ା-ସିକନ୍ଦରାବାଦ ଫଲକନୁମା ଏକ୍ସପ୍ରେସରେ ଲାଗିଲା ନିଆଁ । ହାୱଡ଼ାରୁ ସିକନ୍ଦରାବାଦ ଆସୁଥିବାବେଳେ ଅଗ୍ନିକାଣ୍ଡ । ପାଗିଡ଼ିପାଲି-ବୋମାଇପାଲି ଷ୍ଟେସନରେ ଏପରି ଘଟଣା ଘଟିଥିବା ଜଣାପଡିଛି । ଏହି ଘଟଣାରେ କୌଣସି ଯାତ୍ରୀଙ୍କର ମୃତ୍ୟୁ ହୋଇନଥିବା ସୂଚନା ରହିଛି । ତେବେ କେତେ ଜଣ ଆହତ ହୋଇଛନ୍ତି ତାହା ମଧ୍ୟ ଅସ୍ପଷ୍ଟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା