ହୁତୁହୁତୁ ହୋଇ ଜଳୁଛି ଫଲକନୁମା ଏକ୍ସପ୍ରେସ

ବିଶାଖାପାଟଣା  (ବଡ଼ ଖବର ବ୍ୟୁରୋ):  ପୁଣି ସାମ୍ନାକୁ ଆସିଲା ଟ୍ରେନ ଦୁର୍ଘଟଣା ଘଟଣା । ଫଲକନୁମା ଏକ୍ସପ୍ରେସରେ ଅଗ୍ନିକାଣ୍ଡ । ସର୍ଟ ସର୍କିଟ ଯୋଗୁ ଟ୍ରେନର ୩ ଟି ବଗିରେ ଲାଗିଲା ନିଆଁ। ବିଶାଖାପାଟଣା ଫଲକନୁମା ଏକ୍ସପ୍ରେସରେ ଅଗ୍ନିକାଣ୍ଡ । ହାୱଡ଼ା-ସିକନ୍ଦରାବାଦ ଫଲକନୁମା ଏକ୍ସପ୍ରେସରେ ଲାଗିଲା ନିଆଁ । ହାୱଡ଼ାରୁ ସିକନ୍ଦରାବାଦ ଆସୁଥିବାବେଳେ ଅଗ୍ନିକାଣ୍ଡ । ପାଗିଡ଼ିପାଲି-ବୋମାଇପାଲି ଷ୍ଟେସନରେ ଏପରି ଘଟଣା ଘଟିଥିବା ଜଣାପଡିଛି । ଏହି ଘଟଣାରେ କୌଣସି ଯାତ୍ରୀଙ୍କର ମୃତ୍ୟୁ ହୋଇନଥିବା ସୂଚନା ରହିଛି । ତେବେ କେତେ ଜଣ ଆହତ ହୋଇଛନ୍ତି ତାହା ମଧ୍ୟ ଅସ୍ପଷ୍ଟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ