Masthead

ବଟାନିକାଲ ଗାର୍ଡେନରେ ନିଆଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନନ୍ଦନକାନନ ର ଵାଟାନିକାଲ ଗାର୍ଡେନରେ ଲାଗିଲା ଅସମ୍ଭାଳ ନିଆଁ । ଗାର୍ଡେନର ସ୍ରାଗୁନା ପ୍ରଜଜନ କେନ୍ଦ୍ର ର ୫୦ ମିଟର ପାଖ ଭୋଜିସ୍ଥଳର ପଛ ଗେଟ ପାଖରେ ଲାଗିଛି ନିଆଁ । କୌଣସି ଭୋଜିର କାଠର ନିଆଁ ବା ସିଗାରେଟ ର ନିଆଁ ରେ ନିଆଁ ଲାଗିଛି ବୋଲି ଅନୁମାନ କରାଯାଉଛି । ବହୁ ମୂଲ୍ୟବାନ ଗଛ ଜଳି ଯାଇଛି । ବ୍ୟାପକ କ୍ଷୟ କ୍ଷତି ହେବା ସହିତ ନିଆଁର ପ୍ରକୋପ ବଢିବାରେ ଲାଗିଥିଲା । ୨ଟି ଦମକଳ ବାହିନୀ ପହଂଚି ଅଣଆୟତ୍ତ ନିଆଁ କୁ ଲିଭାଇ ପାଇଁ ପ୍ରୟାସ ଜାରି ରଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ