Masthead

ଅଜ୍ଞାତ ବନ୍ଧୁକଧାରୀ ଏବଂ ଆସାମ ରାଇଫଲ୍ସ ମଧ୍ୟରେ ଗୁଳି ବିନିମୟ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ):  ପାଖାପାଖି ୧ ମାସରୁ ଅଧିକ ହେବ ହିଂସାରେ ଜଳୁଛି ମଣିପୁର । ଆଜି ଉତ୍ତର ବୋଲଜୁଙ୍ଗରେ ଅଜ୍ଞାତ ବନ୍ଧୁକଧାରୀ ଏବଂ ଆସାମ ରାଇଫଲ୍ସ କର୍ମଚାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣରେ ଅଛି । ବନ୍ଧୁକଧାରୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେଶନ ଚାଲିଛି।

ବୁଧବାର ଅପରାହ୍ନ ସମୟରେ ଇମ୍ଫାଲ ପୂର୍ବ ଜିଲାର ଓ୍ବାଇକେପିଆଇର ଉତ୍ତରରେ ଥିବା ଉରଙ୍ଗପାଟ ନିକଟରେ ଗୁଳି ଶବ୍ଦ ମଧ୍ୟ ଶୁଣିବାକୁ ମିଳିଥିଲା। ସ୍ଥିତି ନିୟନ୍ତ୍ରଣରେ ରହିଛି ବୋଲି ସୁରକ୍ଷାକର୍ମୀଙ୍କ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ