Masthead

ଜଳିଗଲା ଟ୍ରାନ୍ସଫର୍ମର, ୧୮୦ ଗାଁରେ ବିଦ୍ୟୁତ ସେବା ବନ୍ଦ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ଜଳେଶ୍ୱର ପାୱାର ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ । ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରଛି। ସୂଚନା ଅନୁଯାୟୀ ଜଳେଶ୍ଵର ପାୱାର ଗ୍ରୀଡରେ ଅଚାନକ ଟ୍ରାନ୍ସଫର୍ମରରେ ନିଆଁ ଲାଗି ଯାଇଥିଲା । କିଛି କ୍ଷଣ ମଧ୍ୟରେ ହୁତୁ ହୁତୁ ହୋଇ ଜଳିଗଲା ଟ୍ରାନ୍ସଫର୍ମର । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା। ସର୍ଟ ସର୍କିଟ ପାଇଁ ଟ୍ରାନ୍ସଫର୍ମରରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ପାୱାର ଗ୍ରୀଡରେ ନିଆଁ ଲାଗିଥିବାରୁ ଜଳେଶ୍ବର ସହର ସମେତ ୧୮୦ ଟି ଗାଁରେ ବିଦ୍ୟୁତ ସେବା ବ୍ୟାଘାତ ଥିବା ସୂଚନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ