Masthead

ଭବାନୀପାଟଣା ସହିଦ ରେଣ୍ଡୋ ମାଝୀ ସରକାରୀ ମେଡିକାଲ କଲେଜରେ ଅଗ୍ନିକାଣ୍ଡ

 

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଭବାନୀପାଟଣା ସହିଦ ରେଣ୍ଡୋ ମାଝୀ ସରକାରୀ ମେଡିକାଲ କଲେଜରେ ନିଆଁ। ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି। ନିଆଁରେ ଡାକ୍ତରଖାନାର ଆସବାବପତ୍ର ସବୁ ପୋଡ଼ି ନଷ୍ଟ ହୋଇ ଯାଇଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ଗତକାଲି ବିଳମ୍ବିତ ରାତିରେ ଏମସିଏଚ କୋଠାର ଚତୁର୍ଥ ମହଲାରେ ହଠାତ୍ ନିଆଁ ଲାଗିଯାଇଥିଲା ଧୁଆଁ ଦେଖି ରୋଗୀ ଚିତ୍କାର କରିଥିଲେ। ତୁରନ୍ତ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା। ଖବର ପାଇ ଭବାନୀପାଟଣା ଟାଉନ ଥାନା ପୁଲିସ୍ ଓ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ