Masthead

ଜନଶତାବ୍ଦୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ବଗିରେ ଲାଗିଲା ନିଆଁ

କଟକ (ବଡ଼ ଖବର ବ୍ୟୁରୋ): ଜନଶତାବ୍ଦୀରେ ଏକ୍ସପ୍ରେସରେ ଅଗ୍ନିକାଣ୍ଡ । ଭୁବନେଶ୍ୱରରୁ ହାୱଡା ଯାଇଥିବା ଜନଶତାବ୍ଦୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ । କଟକ ଷ୍ଟେସନରେ ଗୋଟିଏ ବଗି ତଳେ ନିଆଁ ଲାଗିଥିବା ସୂଚନା । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ, ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଆୟତ୍ତ କରାଯାଇଛି । ଯାତ୍ରୀଙ୍କ କହିବା ଅନୁସାରେ ହଠାତ୍‌ ଟ୍ରେନ୍‌ର ବ୍ରେକ୍‌ ଜାମ୍ ହୋଇ ଯାଇଥିଲା ।

ଆଉ ସେଥିରୁ ହିଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ନିଆଁ ଲାଗିବା ପରେ ଯାତ୍ରୀମାନେ ଭୟଭୀତ ହୋଇ ତୁରନ୍ତ ଟ୍ରେନ୍‌ରୁ ଓହ୍ଲାଇ ପଡ଼ିଥିଲେ । ତେବେ ରେଳ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଚେଷ୍ଟା କରିଥିଲେ । ଅଗ୍ନିଶମ ବାହିନୀ ମଧ୍ୟ ପହଞ୍ଚି ନିଆଁକୁ ଆୟତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ