Masthead

ମାଆ ତାରା ତାରିଣୀଙ୍କ ପୀଠରେ ନିଆଁ

ଗଞ୍ଜାମ  (ବଡ଼ ଖବର ବ୍ୟୁରୋ): ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ନିଆଁ । ମା’ଙ୍କ ଦୀପ ଘରେ ନିଆଁ ଲାଗିଯାଇଛି । ବିଳମ୍ବିତ ରାତିରେ ଅଖଣ୍ଡ ଦୀପରୁ ଅଗ୍ନିକାଣ୍ଡ ଘଟିଥିଲା । ନିଆଁରେ ଦୀପ ଘରେ ଥିବା କାଠ ପୋଡି ପାଉଁଶ ହୋଇଯାଇଛି । ତେବେ ଖବର ପାଇ ଅଗ୍ନିଶମ ଟିମ୍ ଆସି ନିଆଁକୁ ଆୟତ କରିଛି । ପଥରରେ ମନ୍ଦିରର ଘର ତିଆରି ହୋଇଥିବାରୁ ନିଆଁ ବିଶେଷ ଭାବେ ଆଗକୁ ବଢି ପାରିନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ