Masthead

ବିଲ୍ଡିଂରେ ଲାଗିଲା ନିଆଁ, ୧୬ ମୃତ

ଦୁବାଇ(ବଡ଼ ଖବର ବ୍ୟୁରୋ): ବିଲ୍ଡିଂରେ ଲାଗିଲା ନିଆଁ, ୧୬ ଜଣଙ୍କ ମୃତ୍ୟୁ । ଦୁବାଇର ଏକ ଆବାସିକ ବିଲ୍ଡିଂରେ ନିଆଁ ଲାଗିଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ୪ ଜଣ ଭାରତୀୟ ରହିଛନ୍ତି। ଅଗ୍ନିକାଣ୍ଡରେ ୯ ଜଣ ଆହତ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ, ଦୁବାଇର ଅଲ ରାସ ଅଞ୍ଚଳରେ ଆବାସିକ ବିଲ୍ଡିଂରେ ନିଆଁ ଲାଗିଯାଇଥିଲା। ନିଆଁ ବିଲ୍ଡିଂର ୪ର୍ଥ ମହଲାରେ ଲାଗିଥିଲା। ଏହାପରେ ଏହା ଅନ୍ୟ ମହଲାକୁ ବ୍ୟାପି ଯାଇଥିଲା। ଦୁବାଇ ସିଭିଲ ଡିଫେନ୍ସର କର୍ମୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ