ବିଲ୍ଡିଂରେ ଲାଗିଲା ନିଆଁ, ୧୬ ମୃତ

ଦୁବାଇ(ବଡ଼ ଖବର ବ୍ୟୁରୋ): ବିଲ୍ଡିଂରେ ଲାଗିଲା ନିଆଁ, ୧୬ ଜଣଙ୍କ ମୃତ୍ୟୁ । ଦୁବାଇର ଏକ ଆବାସିକ ବିଲ୍ଡିଂରେ ନିଆଁ ଲାଗିଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ୪ ଜଣ ଭାରତୀୟ ରହିଛନ୍ତି। ଅଗ୍ନିକାଣ୍ଡରେ ୯ ଜଣ ଆହତ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ, ଦୁବାଇର ଅଲ ରାସ ଅଞ୍ଚଳରେ ଆବାସିକ ବିଲ୍ଡିଂରେ ନିଆଁ ଲାଗିଯାଇଥିଲା। ନିଆଁ ବିଲ୍ଡିଂର ୪ର୍ଥ ମହଲାରେ ଲାଗିଥିଲା। ଏହାପରେ ଏହା ଅନ୍ୟ ମହଲାକୁ ବ୍ୟାପି ଯାଇଥିଲା। ଦୁବାଇ ସିଭିଲ ଡିଫେନ୍ସର କର୍ମୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’