Masthead

ପୁରୀରେ ପୁଣି ଲାଗିଲା ନିଆଁ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ରେଳଷ୍ଟେସନର ଏକ ନମ୍ବର ପ୍ଲାଟଫର୍ମ ପାଖ ଅଳିଆଗଦାରେ ଲାଗିଲା ନିଆଁ। ନିଆଁ ଲାଗିବା ପରେ ତୁରନ୍ତ ଟ୍ରାକକୁ ଖାଲି କରାଯାଇଛି । ଅଗ୍ନିଶମ ବାହୀନି ନିଆଁକୁ ଆୟତ କରିଥିବା ବେଳେ ଟ୍ରାକରେ ବର୍ତ୍ତମାନ ଟ୍ରେନ ଚଳାଚଳ ବନ୍ଦ ରହିଛି । ଘଟଣାସ୍ଥଳରେ ଷ୍ଟେସନ ମ୍ୟାନେଜର ଓ ରେଳବାଈ ଅଧିକାରୀ ଉପସ୍ଥିତ ଅଛନ୍ତି । ନିଆଁ ମନୁଷ୍ୟକୃତ କି ନୁହେଁ ସେନେଇ ଆରମ୍ଭ ହୋଇଛି ତଦନ୍ତ। ସୂଚନା ଦେଲେ ଜିଆରପି ଥାନା ଅଧିକାରୀ ସନ୍ତୋଷ ବାହିନୀପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା