Masthead

ବନ୍ଦେ ଭାରତ ଏକ୍ସପ୍ରେସରେ ଲାଗିଲା ନିଆଁ, ଭୋପାଳରୁ ଦିଲ୍ଲୀ ଯାଉଥିବା ବେଳେ ଅଘଟଣ

ନୁଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ଭୋପାଳରୁ ଦିଲ୍ଲୀ ଯାଉଥିବା ବନ୍ଦେ ଭାରତ ଟ୍ରେନରେ ଲାଗିଲା ନିଆଁ । ସୂଚନା ମୁତାବକ, ଆଜି ଭୋର ସମୟରେ ରାନୀ କମଲାପତି ରେଲୱେ ଷ୍ଟେସନରୁ ନିଜାମୁଦ୍ଦିନ ଅଭିମୁଖେ ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସର ସି-୧୪ ବଗିରେ ନିଆଁ ଲାଗିଥିଲା । ଏହି ଘଟଣାରେ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି । ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ପହଞ୍ଚାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ