ବେଙ୍ଗାଲୁରୁ ଉଦ୍ୟାନ ଏକ୍ସପ୍ରେସରେ ନିଆଁ

ବେଙ୍ଗାଲୁରୁ(ବଡ଼ ଖବର ବ୍ୟୁରୋ): ବେଙ୍ଗାଲୁରୁ ଉଦ୍ୟାନ ଏକ୍ସପ୍ରେସରେ ନିଆଁ । ସାଙ୍ଗୋଲି ରେୟାନା ରେଳ ଷ୍ଟେସନରେ ପହଂଚିବା ପରେ ଅଘଟଣ । ଯାତ୍ରୀମାନେ ଟ୍ରେନରୁ ଓହ୍ଲାଇବାର ୨ଘଂଟା ପରେ ଘଟିଛି ଘଟଣା । ଘଟଣାସ୍ଥଳରେ  ପହଂଚିଥିଲା ଅଗ୍ନିଶମ ବାହିନୀ । କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’