Masthead

ଜଳିଗଲା ଦୁଇ ବଖରା

ହରିଚନ୍ଦନପୁର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ଗରଗଡ଼ବାହାଳ ଗାଁରେ ଅଗ୍ନିକାଣ୍ଡ । ରବିବାର ସନ୍ଧ୍ୟାରେ ଅଚାଚନ ନିଅାଁ ଲାଗିବାରୁ ପାଣି ମୁଣ୍ଡାଙ୍କ ୨ ବଖରା ଭସ୍ମିଭୂତ ହୋଇଯାଇଛି । ଘରେ ଥିବା ଆବଶ୍ୟକ କାଗଜପତ୍ର, ୧୫ ହଜାର ଟଙ୍କା, ୨୦ କ୍ୱିଣ୍ଟାଲରୁ ଅଧିକ ଧାନ ପୋଡି ପାଉଁଶ ହୋଇଯାଇଛି । ଖବର ପାଇ ହରିଚନ୍ଦନପୁର ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ôଚ ନିଅାଁକୁ ଆୟତ୍ତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା