ଜଳିଗଲା ଦୁଇ ବଖରା

ହରିଚନ୍ଦନପୁର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ଗରଗଡ଼ବାହାଳ ଗାଁରେ ଅଗ୍ନିକାଣ୍ଡ । ରବିବାର ସନ୍ଧ୍ୟାରେ ଅଚାଚନ ନିଅାଁ ଲାଗିବାରୁ ପାଣି ମୁଣ୍ଡାଙ୍କ ୨ ବଖରା ଭସ୍ମିଭୂତ ହୋଇଯାଇଛି । ଘରେ ଥିବା ଆବଶ୍ୟକ କାଗଜପତ୍ର, ୧୫ ହଜାର ଟଙ୍କା, ୨୦ କ୍ୱିଣ୍ଟାଲରୁ ଅଧିକ ଧାନ ପୋଡି ପାଉଁଶ ହୋଇଯାଇଛି । ଖବର ପାଇ ହରିଚନ୍ଦନପୁର ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ôଚ ନିଅାଁକୁ ଆୟତ୍ତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’