Masthead

କଟକରେ ଭୟଙ୍କର ଅଗ୍ନିକାଣ୍ଡ, ଲୁଗା ଦୋକାନରେ ଲାଗିଲା ନିଆଁ

କଟକ(ବଡ଼ ଖବର ବ୍ୟୁରୋ): କଟକରେ ଭୟଙ୍କର ଅଗ୍ନିକାଣ୍ଡ । ଚୌଧୁରୀ ବଜାରରେ ଏକ ଲୁଗା ଦୋକାନରେ ଲାଗିଲା ନିଆଁ । ବିଲ୍ଡିଂର ୨ଟି ମହଲାରେ ନିଆଁ ଲାଗିଛି । ପୁରା ବିଲ୍ଡିଂରୁ ଧୂଆଁ ବାହାରୁଥିବାରୁ କାଚ ଭାଙ୍ଗି ଭିତରକୁ ପଶିଲା ଅଗ୍ନିଶମ ବାହାନୀ । ନିଆଁ ଲିଭାଇବା ପାଇଁ ୬ଟି ଅଗ୍ନିଶମ ଟିମ ନିୟୋଜିତ ହୋଇଛନ୍ତି । ସ୍କାଏ ଲିଫ୍ଟ ସାହାର୍ଯ୍ୟରେ ଚାଲିଛି ନିଆଁ ଲିଭା କାର୍ଯ୍ୟ ଜାରି ରହିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବା ବେଳେ ସର୍ଟସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଲକ୍ଷାଧିକ ଟଙ୍କାର ଲୁଗାପଟା ପୋଡି ପାଉଁଶ ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ