Masthead

ଦିଲ୍ଲୀରେ ଅଗ୍ନିକାଣ୍ଡ: ପରିବାରର ୪ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ଅଗ୍ନିକାଣ୍ଡ। ଘର ଭିତରେ ଜଳିଗଲେ ପରିବାରର ୪ସଦସ୍ୟ। ଏକ ତିନି ମହଲା କୋଠାରେ ନିଆଁ ଲାଗି ଯିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ୪ଜଣଙ୍କ ମୃତଦେହକୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ସୂଚନା ଅନୁସାରେ ଦିଲ୍ଲୀର ପୁରୁଣା ସୀମାପୁରୀ ଅଞ୍ଚଳରେ ଆଜି ଭୋରରେ ଘଟିଛି ଏହି ଅଭାବନୀୟ ଘଟଣା।

ଭୋର ୪ଟାରେ ଅଗ୍ନିଶମ ବାହିନୀକୁ ପୁରୁଣା ସୀମାପୁରୀ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଥିବା ନେଇ ଖବର ମିଳିଥିଲା। ଏହା ପରେ ସେଠାକୁ ୪ଟି ଟିମ୍‌କୁ ପଠା ଯାଇଥିଲା। ସେମାନେ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସେତେବେଳକୁ ୪ ଜଣଙ୍କର ମୃତ୍ୟୁ ଘଟି ସାରିଥିଲା। କୋଠାର ତୃତୀୟ ମହଲାରେ ନିଆଁ ଲାଗିଥିଲା। ଉକ୍ତ ମହଲାର ଏକ କଠୋରୀରୁ ୪ ଜଣଙ୍କ ମୃତଦେହକୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଥିଲେ। ତେବେ ନିଆଁ କେମିତି ଲାଗିଲା, ତାହାର କାରଣ ଏବେବେି ଅସ୍ପଷ୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ