Masthead

ଫଳ ବଜାରରେ ନିଆଁ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ):ଫଳ ବଜାରରେ ଲାଗିଛି ନିଆଁ । ବଲାଙ୍ଗିର ସରକାରୀ ବସଷ୍ଟାଣ୍ଡ ଫଳ ବଜାରରେ ନିଆଁ ଲାଗିଛି । ଏଥିରେ ଜଣେ ବ୍ୟବସାୟୀ ଗୁରୁତର ଭାବେ ଆହତ ହୋଇଛନ୍ତି । ଲକ୍ଷାଧିକ ଟଙ୍କାର ସମ୍ପତି ମଧ୍ୟ ନଷ୍ଟ ହୋଇଛି । ଅନ୍ୟପଟେ ଅଗ୍ନିଶମ ବିଭାଗ ନିଆଁକୁ ଆୟତ କରିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ତଦନ୍ତ ଜାରିରଖିଛି । ଆହତ ବ୍ୟବସାୟୀଙ୍କୁ ବଲାଙ୍ଗିର ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ବ୍ୟବସାୟୀ ଜଣଙ୍କ ରାତିରେ ଦୋକାନରେ ଶୋଇଥିବା ସମୟରେ ପୋଡି ହୋଇଯାଇଥିବା ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା