Masthead

ନନ୍ଦନବିହାର ଅଞ୍ଚଳରେ ଅଗ୍ନିକାଣ୍ଡ, ସୁରକ୍ଷିତ ଉଦ୍ଧାର ହେଲେ ୩ଜଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ନନ୍ଦନବିହାର ସ୍ଥିତ ୩ ମହଲା କୋଠାରେ ଅଗ୍ନିକାଣ୍ଡ । ପ୍ରଥମ ମହଲାରୁ ୩ଜଣଙ୍କୁ ଉଦ୍ଧାର କଲା ଅଗ୍ନ୍ନିଶମ ବିଭାଗ । ସ୍କାୟେଟେକ ଇନଫୋସିଟି ଭିଲାରେ ଘଟିଛି ଅକ୍ନିକାଣ୍ଡ । ସକାଳ ୬ଟା ସମୟରେ ନିଆଁ ଲାଗିଥିଲା ।

ଅଗ୍ନିକାଣ୍ଡରେ ତିନୋଟି ଘରର ସମସ୍ତ ଆସବାବପତ୍ର ନଷ୍ଟ ହୋଇଯାଇଛି । ସଟସର୍କିଟ ଯୋଗୁ ନିଆଁ ଲାଗିଥିବା ଜଣାପଡିଛି । ୩ଟି ଦମକଳ ଗାଡି ନିୟୋଜିତ ହୋଇ ନିଆଁକୁ ଆୟତ୍ତ କରିଥିଲେ । ଘଟଣାରେ ଦୁଇ ଅଗ୍ନିିଶମ କର୍ମଚାରୀ ଆହାତ ମଧ୍ୟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ